ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
ORV
17. ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେସମୟରେ ସେମାନେ କହିବେ, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?

IRVOR
17. ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 30 Verses, Current Verse 17 of Total Verses 30
  • ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ଵଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଢାଙ୍କିବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେସମୟରେ ସେମାନେ କହିବେ, ଆମ୍ଭମାନଙ୍କ ପରମେଶ୍ଵର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ?
  • IRVOR

    ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”
Total 30 Verses, Current Verse 17 of Total Verses 30
×

Alert

×

oriya Letters Keypad References