ORV
15. ତହିଁ ଉତ୍ତାରୁ ପରମେଶ୍ଵର ଅବ୍ରହାମଙ୍କୁ କହିଲେ, ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକି ଆଉ ସାରୀ (କୁଳୀନା) ବୋଲି ଡାକ ନାହିଁ; ତାହାର ନାମ ସାରା (ରାଣୀ) ହେଲା ।
IRVOR
15. ତହିଁ ଉତ୍ତାରୁ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN