ORV
9. ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶଦ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
IRVOR
9. ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN