ORV
22. ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।
IRVOR
22. ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN