ORV
48. କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ । ଯାହାକୁ ବହୁତ ପ୍ରଦତ୍ତ ହୋଇଅଛି, ତାହାଠାରୁ ବହୁତ ଦାବୀ କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବୀ କରିବେ ।
IRVOR
48. ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ । ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN