ORV
5. ସେଥିରେ ସେ ସେମାନଙ୍କ ହୃଦୟର ଜଡ଼ତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଆଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି ଭଲ ହୋଇଗଲା ।
IRVOR
5. ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN