ORV
13. କିନ୍ତୁ, ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍କୁ ଯାତ୍ରା କଲୁ, ସେଠାରୁ ଆମ୍ଭେମାନେ ପାଉଲଙ୍କୁ ଘେନିଯିବା ପାଇଁ ମନେ କରିଥିଲୁ, କାରଣ ସେ ନିଜେ ସ୍ଥଳପଥରେ ଯିବା ପାଇଁ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ ।
IRVOR
13. କିନ୍ତୁ ଆମ୍ଭେମାନେ ଆଗେ ଜାହାଜରେ ଚଢ଼ି ଆସସ୍କୁ ଯାତ୍ରା କଲୁ, ସେଠାରୁ ପାଉଲକୁ ନେଇଯିବା ପାଇଁ ମନେ କରିଥିଲୁ, କାରଣ ସ୍ଥଳ ପଥରେ ଯିବା ପାଇଁ ସେ ନିଜେ ଇଚ୍ଛା କରି ସେପ୍ରକାର ସ୍ଥିର କରିଥିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN