ORV
9. ଆଉ, ଇଉତୁଖ ନାମରେ ଜଣେ ଯୁବା ଲୋକ ଝରକା ଉପରେ ବସିଥିଲା, ତାକୁ ଭାରୀ ନିଦ ଲାଗୁଥିଲା; ପୁଣି ପାଉଲ ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରାମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାକୁ ଉଠାଇଲା ବେଳକୁ ସେ ମୃତ ବୋଲି ଜଣାଗଲା ।
IRVOR
9. ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆହୁରି ଦୀର୍ଘ ଉପଦେଶ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN