ORV
25. ସେମାନେ ତାଙ୍କୁ କଶା ମାରିବା ପାଇଁ ବାନ୍ଧିଲା ଉତ୍ତାରେ ସେ ନିକଟରେ ଠିଆ ହୋଇଥିବା ଶତ-ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ?
IRVOR
25. ସେମାନେ ତାହାଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ,ସେ ନିକଟରେ ଠିଆ ହୋଇଥିବା ଶତ ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN