ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
ORV
18. ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) । ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଆନନ୍ଦ କରିବ ।

IRVOR
18. ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 32 Verses, Current Verse 18 of Total Verses 32
  • ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ ଓ ତୁମ୍ଭ ପୁତ୍ର ଓ ତୁମ୍ଭ କନ୍ୟା ଓ ତୁମ୍ଭ ଦାସ ଓ ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ଵାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) । ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ସମ୍ମୁଖରେ ଆନନ୍ଦ କରିବ ।
  • IRVOR

    ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Total 32 Verses, Current Verse 18 of Total Verses 32
×

Alert

×

oriya Letters Keypad References