ORV
12. ପୁଣି ସଦାପ୍ରଭୁ ମୋତେ କହିଲେ, ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ; କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି ।
IRVOR
12. ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN