ORV
19. ଦେଖ, ସେ ଦୃଢ଼ ନିବାସ-ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ-ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ? ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
IRVOR
19. ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN