ORV
20. ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ: ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ-ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ ।
IRVOR
20. ଏହେତୁ ସଦାପ୍ରଭୁ ଇଦୋମର ବିରୁଦ୍ଧରେ ଯେଉଁ ମନ୍ତ୍ରଣା ଓ ତୈମନ୍ ନିବାସୀମାନଙ୍କ ବିରୁଦ୍ଧରେ ଯେଉଁ ସଂକଳ୍ପ କରିଅଛନ୍ତି, ତାହା ଶୁଣ, ଲୋକମାନେ ନିଶ୍ଚୟ ସେମାନଙ୍କୁ, ପଲର ଛୁଆମାନଙ୍କୁ ହିଁ ଟାଣି ନେଇଯିବେ; ସେ ନିଶ୍ଚୟ ସେମାନଙ୍କ ନିବାସ ସ୍ଥାନ ସହିତ ସେମାନଙ୍କୁ ଉତ୍ସନ୍ନ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN