ORV
12. ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ ।
IRVOR
12. ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN