ORV
10. ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ ।
IRVOR
10. ଆଉ, ସେମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଆଜ୍ଞା ପଠାଇ ଆପଣା ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ଅଣାଇବା ଓ ଏହି ଯେଉଁ ପ୍ରସ୍ତରସବୁ ଲୁଚାଇ ରଖିଅଛୁ, ତହିଁ ଉପରେ ତାହାର ସିଂହାସନ ସ୍ଥାପନ କରିବା; ଆଉ, ସେ ତହିଁ ଉପରେ ଆପଣା ରାଜକୀୟ ଚନ୍ଦ୍ରାତପ ବିସ୍ତାର କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN