ORV
21. ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା ।
IRVOR
21. ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ; କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN