ORV
17. ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ତଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ତାହାଙ୍କ ଆଗରେ ଗମନ କରିବ ।
IRVOR
17. ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN