ORV
48. ସେ ଏପରି ଜଣେ ଘର ତୋଳିବା ଲୋକ ପରି, ଯେ ଗହୀର କରି ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ, ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ଟଳାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ତୋଳାଯାଇଥିଲା ।
IRVOR
48. ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN