ORV
1. ପୁନଶ୍ଚ ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।
IRVOR
1. (ମାଥିଉ 17:1-13; ଲୂକ 9:28-36) ପୁନଶ୍ଚ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ୱରଙ୍କ ରାଜ୍ୟକୁ ପରାକ୍ରମରେ ଉପସ୍ଥିତ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦ ପାଇବେ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN