ORV
14. କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କିଛି କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ଵୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।
IRVOR
14. କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN