ORV
9. ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି ଆପଣା ରକ୍ତ ଦ୍ଵାରା ସମସ୍ତ ଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ଵରଙ୍କ ନିମନ୍ତେ ଲୋକମାନଙ୍କୁ କ୍ରୟ କରିଅଛ,
IRVOR
9. ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN