ORV
27. ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ତାକୀ ନାମ୍ନୀ ରାଣୀଙ୍କର ଅଧୀନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର।। ନପୁଂସକ, ଯେ ତାଙ୍କ ସମସ୍ତ ଧନଭଣ୍ତାରର ବେବର୍ତ୍ତା ଥିଲେ, ସେ ପୂଜା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
IRVOR
27. ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN