ORV
4. ପୁଣି ମିସ୍ରୀୟ ସୈନ୍ୟ, ସେମାନଙ୍କ ଅଶ୍ଵ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କ ପଶ୍ଚାତ୍ ତାଡ଼ନା କରିବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;
IRVOR
4. ପୁଣି ମିସ୍ରୀୟ ସୈନ୍ୟ, ସେମାନଙ୍କ ଅଶ୍ୱ ଓ ସେମାନଙ୍କ ରଥ ପ୍ରତି ଯାହା ସେ କଲେ; ସେମାନେ ତୁମ୍ଭମାନଙ୍କୁ ଗୋଡ଼ାଇବା ବେଳେ ସେ ଯେଉଁ ପ୍ରକାରେ ସୂଫ ସାଗରର ଜଳ ସେମାନଙ୍କ ଉପରେ ବୁହାଇଲେ ଓ ସଦାପ୍ରଭୁ ଯେରୂପେ ସେମାନଙ୍କୁ ଆଜିଯାଏ ନଷ୍ଟ କରିଅଛନ୍ତି;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN