ORV
5. ସେହି ଭବିଷ୍ୟଦ୍ବକ୍ତାର କି ସ୍ଵପ୍ନଦର୍ଶକର ପ୍ରାଣଦଣ୍ତ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରିଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି । ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ ।
IRVOR
5. ସେହି ଭବିଷ୍ୟଦ୍ବକ୍ତାର କି ସ୍ୱପ୍ନଦର୍ଶକର ପ୍ରାଣଦଣ୍ଡ ହେବ; କାରଣ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ ଓ ଦାସ୍ୟଗୃହରୁ ତୁମ୍ଭକୁ ମୁକ୍ତ କଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ପଥରେ ଗମନ କରିବା ନିମନ୍ତେ ତୁମକୁ ଆଜ୍ଞା ଦେଇଅଛନ୍ତି, ତହିଁରୁ ଭୁଲାଇ ନେଇ ଯିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ସେ ବିଦ୍ରୋହର କଥା କହିଅଛି। ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତାକୁ ଉଚ୍ଛିନ୍ନ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN