ORV
9. ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ଭିନ୍ନ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;
IRVOR
9. ଯେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ଆପଣା ଶପଥ ଅନୁସାରେ ତୁମ୍ଭ ସୀମା ବୃଦ୍ଧି କରନ୍ତି ଓ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ପ୍ରତିଜ୍ଞାତ ସମସ୍ତ ଦେଶ ତୁମ୍ଭକୁ ଦିଅନ୍ତି; ତେବେ ତୁମ୍ଭେ ସେହି ତିନି ନଗର ବ୍ୟତୀତ ତୁମ୍ଭ ପାଇଁ ଆଉ ତିନୋଟି ନଗର ନିରୂପଣ କରିବ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN