ORV
24. ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରା; କର୍ମ ତୁଲ୍ୟ ଯେ କରିପାରେ, ସ୍ଵର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି?
IRVOR
24. “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN