ORV
6. ଆମ୍ଭେମାନେ ହିଷ୍ବୋନ୍-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ବର୍ଜିତ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ବର୍ଜିତ ରୂପେ ବିନଷ୍ଟ କଲୁ ।
IRVOR
6. ଆମ୍ଭେମାନେ ହିଷ୍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN