ORV
2. ସେ କହିଲେ, ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା ।
IRVOR
2. ସେ କହିଲେ, “ସଦାପ୍ରଭୁ ସୀନୟରୁ ଆସିଲେ, ସେ ସେୟୀରରୁ ସେମାନଙ୍କ ପ୍ରତି ଉଦିତ ହେଲେ; ସେ ପାରଣ ପର୍ବତରୁ ସୁପ୍ରକାଶିତ ହେଲେ ଓ ସେ ଅୟୁତ ଅୟୁତ ପବିତ୍ର ପ୍ରାଣୀମାନଙ୍କ ନିକଟରୁ ଆସିଲେ; ତାହାଙ୍କ ଦକ୍ଷିଣ ହସ୍ତରେ ସେମାନଙ୍କ ପାଇଁ ଅଗ୍ନିମୟ ବ୍ୟବସ୍ଥା ଥିଲା।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN