ORV
14. ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ ।
IRVOR
14. ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN