ORV
11. ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ । ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ଵେଷଣ କରିବାକୁ ଲାଗିଲା ।
IRVOR
11. ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ । ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲେ । (ମାଥିଉ 26:17-25; ଲୂକ 22:7-14,21-23; ଯୋହନ 13:21-30)
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN