ORV
2. ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ-ରୋଗୀକି ବୋହି ତାହାଙ୍କ ନିକଟକୁ ଆଣିଲେ, ପୁଣି ଯୀଶୁ ସେମାନଙ୍କ ବିଶ୍ଵାସ ଦେଖି ସେହି ପକ୍ଷାଘାତରୋଗୀକି କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।
IRVOR
2. ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN