ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ORV
35. ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା । ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା ।

IRVOR
35. ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।





  • ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା । ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା ।
  • IRVOR

    ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।
Common Bible Languages
West Indian Languages
×

Alert

×

Oriya Letters Keypad References