ORV
46. ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ଵରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନ; ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ବିଜାତିମାନଙ୍କ ନିକଟକୁ ଯାଉଅଛୁ,
IRVOR
46. ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN