ORV
14. କିନ୍ତୁ ପିତର ଏକାଦଶଙ୍କ ସହିତ ଠିଆ ହୋଇ ଉଚ୍ଚସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା କରି କହିଲେ, ହେ ଯିହୁଦୀ ଲୋକେ ଓ ଯିରୂଶାଲମ ନିବାସୀସମସ୍ତେ, ଆପଣମାନେ ଏହା ଜ୍ଞାତ ହେଉନ୍ତୁ ଓ ମୋହର କଥାରେ କର୍ଣ୍ଣପାତ କରନ୍ତୁ ।
IRVOR
14. କିନ୍ତୁ ପିତର ଏଗାରଜଣଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN