ORV
4. ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେସମସ୍ତ ଆଜ୍ଞା ମନୋଯୋଗ କରି ପାଳିବାକୁ ଆଜ୍ଞା ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ରବରେ ଯନିପୂର୍ବକ ଅବଧାନ କରିବ;
IRVOR
4. ତଥାପି ତୁମ୍ଭ ମଧ୍ୟରେ କେହି ଦରିଦ୍ର ହେବ ନାହିଁ; କାରଣ ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ପାଳିବାକୁ ଆଦେଶ ଦେଉଅଛି, ଯେବେ ତୁମ୍ଭେ କେବଳ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ରବ ଯତ୍ନପୂର୍ବକ ଶୁଣିବ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN