ORV
10. ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭ ଶରୀରଫଳରେ ଓ ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ-ମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ ।
IRVOR
10. ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ମଙ୍ଗଳାର୍ଥେ ତୁମ୍ଭ ହସ୍ତକୃତ କର୍ମରେ, ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁଫଳରେ ଓ ତୁମ୍ଭ ଭୂମିର ଫଳରେ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ ଯେହେତୁ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷମାନଙ୍କଠାରେ ଯେପରି ଆନନ୍ଦ କରିଥିଲେ, ସେପରି ତୁମ୍ଭ ମଙ୍ଗଳାର୍ଥେ ସେ ପୁନର୍ବାର ତୁମ୍ଭଠାରେ ଆନନ୍ଦ କରିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN