ORV
14. କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ ।
IRVOR
14. କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଏହିସବୁ ଦେଶୀୟ ଲୋକମାନେ ଯେପରି ବାବିଲର ରାଜା ନବୂଖଦ୍ନିତ୍ସରର ଦାସ୍ୟକର୍ମ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କ ସ୍କନ୍ଧରେ ଲୁହାର ଯୁଆଳି ରଖିଅଛୁ ଓ ସେମାନେ ତାହାର ଦାସ୍ୟକର୍ମ କରିବେ; ପୁଣି, ଆମ୍ଭେ କ୍ଷେତ୍ରସ୍ଥ ପଶୁଗଣ ମଧ୍ୟ ତାହାକୁ ଦେଇଅଛୁ।’ ”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN