ORV
33. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;
IRVOR
33. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଇସ୍ରାଏଲ ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ଉପଦ୍ରୁତ ହେଉଅଛନ୍ତି ଓ ଯେଉଁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେସମସ୍ତେ ଦୃଢ଼ କରି ସେମାନଙ୍କୁ ଧରି ରଖିଅଛନ୍ତି; ସେମାନଙ୍କୁ ଛାଡ଼ି ଦେବାକୁ ଅସମ୍ମତ ହେଉଅଛନ୍ତି;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN