ORV
1. ହେ ବିନ୍ୟାମୀନ-ସନ୍ତାନଗଣ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ (ନଗର)ରେ ତୂରୀ ବଜାଅ ଓ ବୈଥ୍ହ-କେରମରେ ଧ୍ଵଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି ।
IRVOR
1. ହେ ବିନ୍ୟାମୀନ୍ ଲୋକମାନେ, ତୁମ୍ଭେମାନେ ରକ୍ଷା ପାଇବା ପାଇଁ ଯିରୂଶାଲମ ମଧ୍ୟରୁ ପଳାୟନ କର, ତକୋୟ ସହରରେ ତୂରୀ ବଜାଅ ଓ ବେଥ୍-ହକ୍କେରମ୍ ନଗରରେ ଧ୍ୱଜା ଟେକ; କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ନିରୀକ୍ଷଣ କରୁଅଛି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN