ORV
11. ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ଘେନିଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବା କି କଥା ଉତ୍ତର ଦେବ କିମ୍ଵା କଅଣ କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ;
IRVOR
11. ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କ'ଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN