ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ
ORV
10. ସେତେବେଳେ ମୁଁ ସ୍ଵର୍ଗରେ ଏହି ଉଚ୍ଚ ସ୍ଵର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ଵରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭ୍ରାତୃଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।

IRVOR
10. ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 17 Verses, Current Verse 10 of Total Verses 17
1
2 3 4 5 6 7 8 9 10 11 12 13 14 15 16 17
  • ସେତେବେଳେ ମୁଁ ସ୍ଵର୍ଗରେ ଏହି ଉଚ୍ଚ ସ୍ଵର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ଵରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭ୍ରାତୃଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ଵରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।
  • IRVOR

    ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚ ସ୍ୱର ଶୁଣିଲି, ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ୱରଙ୍କ ପରିତ୍ରାଣ,ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇଗଣଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ୱରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି ।
Total 17 Verses, Current Verse 10 of Total Verses 17
1
2 3 4 5 6 7 8 9 10 11 12 13 14 15 16 17
×

Alert

×

oriya Letters Keypad References