ORV
4. ପୁଣି ଈଶ୍ଵର ସ୍ଵୟଂ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ସମସ୍ତ ଅଶ୍ରୁଜଳ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।
IRVOR
4. ପୁଣି, ଈଶ୍ୱର ନିଜେ ସେମାନଙ୍କ ସଙ୍ଗରେ ରହିବେ ଓ ସେମାନଙ୍କ ଚକ୍ଷୁରୁ ଲୋତକ ପୋଛିଦେବେ; ମୃତ୍ୟୁ ଆଉ ଘଟିବ ନାହିଁ; ଶୋକ କି କ୍ରନ୍ଦନ କି ବ୍ୟଥା ଆଉ ହେବ ନାହିଁ; କାରଣ ପୂର୍ବ ବିଷୟସବୁ ଲୋପ ପାଇଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN