ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
ORV
20. ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ ।

IRVOR
20. ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 20 Verses, Current Verse 20 of Total Verses 20
1 2 3 4 5 6 7 8 9 10 11
12 13 14 15 16 17 18 19 20
  • ଅର୍ଥାତ୍, ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପ୍ରେମ କରିବାକୁ ଓ ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ ।
  • IRVOR

    ଅର୍ଥାତ୍‍, ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବାକୁ, ତାହାଙ୍କ ରବରେ ଅବଧାନ କରିବାକୁ ଓ ତାହାଙ୍କଠାରେ ଆସକ୍ତ ହେବାକୁ (ମନୋନୀତ କର); କାରଣ ସେ ତୁମ୍ଭର ଜୀବନ ଓ ଦୀର୍ଘ ପରମାୟୁ ଅଟନ୍ତି; ତାହା କଲେ, ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛନ୍ତି, ତହିଁରେ ତୁମ୍ଭେ ବାସ କରି ପାରିବ।
Total 20 Verses, Current Verse 20 of Total Verses 20
1 2 3 4 5 6 7 8 9 10 11
12 13 14 15 16 17 18 19 20
×

Alert

×

oriya Letters Keypad References