ORV
46. ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ ।
IRVOR
46. “ମୁଁ ଆଜି ତୁମ୍ଭମାନଙ୍କ ନିକଟରେ ସାକ୍ଷ୍ୟ ଦେଇ ଯେଉଁ ସବୁ କଥା କହିଲି, ତୁମ୍ଭେମାନେ ତହିଁରେ ମନ ଦିଅ, କାରଣ ତୁମ୍ଭମାନଙ୍କ ସନ୍ତାନମାନେ ଯେପରି ଏହି ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ କରିବେ, ଏଥିପାଇଁ ସେମାନଙ୍କୁ ତୁମ୍ଭେମାନେ ତାହା ଆଦେଶ କରିବ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN