ORV
12. ସେ ବିନ୍ୟାମୀନ୍ ବିଷୟରେ କହିଲେ, ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ଦିନଯାକ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ଵୟ ମଧ୍ୟରେ ବାସ କରନ୍ତି ।
IRVOR
12. ସେ ବିନ୍ୟାମୀନ୍ ବିଷୟରେ କହିଲେ, “ସଦାପ୍ରଭୁଙ୍କ ପ୍ରିୟ ଲୋକ ତାହାଙ୍କ ନିକଟରେ ନିର୍ଭୟରେ ବାସ କରିବ; ସେ ସାରାଦିନ ତାହାକୁ ଆବୋରି ରଖନ୍ତି ଓ ସେ ତାହାର ସ୍କନ୍ଧଦ୍ୱୟ ମଧ୍ୟରେ ବାସ କରନ୍ତି।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN