ORV
4. କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରି ପାରିବେ; ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ ।
IRVOR
4. କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN