ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏଜ୍ରା
ORV
1. ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, ଇସ୍ରାଏଲ-ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟ- ମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି ।

IRVOR
1. ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 15 Verses, Current Verse 1 of Total Verses 15
1 2 3 4 5 6 7 8 9 10 11 12 13 14 15
  • ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, ଇସ୍ରାଏଲ-ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟଦେଶୀ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ୍ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟ- ମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି ।
  • IRVOR

    ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
Total 15 Verses, Current Verse 1 of Total Verses 15
1 2 3 4 5 6 7 8 9 10 11 12 13 14 15
×

Alert

×

oriya Letters Keypad References