ORV
25. ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି ।
IRVOR
25. ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN