ORV
13. କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ଵରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣା-ମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ ।
IRVOR
13. କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN