ORV
10. ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ହେଁ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ଵୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ ।
IRVOR
10. ତୁମ୍ଭମାନଙ୍କ ସହିତ ଯୁଦ୍ଧକାରୀ କଲ୍ଦୀୟମାନଙ୍କର ସମୁଦାୟ ସୈନ୍ୟକୁ ତୁମ୍ଭେମାନେ ହତାହତ କଲେ ମଧ୍ୟ ଯଦ୍ୟପି ସେମାନଙ୍କ ମଧ୍ୟରୁ କେବଳ ଆହତ ଲୋକ ଅବଶିଷ୍ଟ ରହନ୍ତି, ତଥାପି ସେମାନଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ତମ୍ବୁରୁ ଉଠିବେ ଓ ଏହି ନଗରକୁ ଅଗ୍ନିରେ ଦଗ୍ଧ କରିବେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN